ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ବ୍ଲକ ଅନ୍ତର୍ଗତ କମଗରାପାଟଣା ଠାରେ ଆଜି ଜିଲ୍ଲା ସ୍ତରୀୟ ଅକ୍ଷୟ ତୃତୀୟା କୃଷି ଦିଵସ ଅନୁଷ୍ଠିତ ହୋଇଯାଇଛି।
ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ମନ୍ତ୍ରୀ ଶ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ , ସମ୍ମାନିତ ଅତିଥି କାମାକ୍ଷାନଗର ଏନ.ଏ.ସି ନଗରପାଳ ଶ୍ରୀ ଧର୍ମାନନ୍ଦ ପରିଡା ଯୋଗଦେଇ ଅଖିମୁଠି ଅନୁକୂଳ କରିଥିଲେ ।