ଜିଲ୍ଲା ସ୍ତରୀୟ ସମ୍ମିଳନୀ ଓ ଆଲୋଚନା ଚକ୍ର ଅନୁଷ୍ଠିତ

ଜିଲା ସାମ୍ବାଦିକ ସଂଘ, କେନ୍ଦୁଝରର ଜିଲ୍ଲାସ୍ତରୀୟ ସମ୍ମିଳନୀ ଓ ଆଲୋଚନା ଚକ୍ର ସ୍ଥାନୀୟ ସଂସ୍କୃତି ଭବନ ଠାରେ ଅନୁଷ୍ଠିତ ହୋଇଯାଇଛି।

ମୁଖ୍ୟଅତିଥି ଭାବେ ଜିଲ୍ଲା ଯୋଜନା ବୋର୍ଡର ଅଧ୍ୟକ୍ଷ ଜଗନ୍ନାଥ ନାୟକ, ଯୋଗ ଦେଇଥିବା ବେଳେ ଅନ୍ୟତମ ଅତିଥି ଭାବେ ପୂର୍ବତନ ମନ୍ତ୍ରୀ ବିଜୟ ମହାପାତ୍ର, ସଦର ବିଧାୟକ ମୋହନ ମାଝି ,ପୌରଧକ୍ଷା ନିକୁ ସାହୁ ଯୋଗ ଦେଇଥିଲେ। ବିଶିଷ୍ଟ ବ୍ୟକ୍ତିତ୍ୱ ଇପସିତା କୁମାର ପ୍ରତିହାରୀ, ଉତ୍କଳ ସାମ୍ବାଦିକ ସଂଘର ରାଜ୍ୟ ସଭାପତି ବିଭୂତି ଭୂଷଣ କର, ସ୍ତମ୍ଭକାର ଶ୍ରୀରାମ ଦାସ, ଜିଲ୍ଲା ସଂଘର ସଭାପତି ସତ୍ୟନାରାୟଣ ମିଶ୍ର, ସମ୍ପାଦକ ଦୀପକ ମିଶ୍ର ଉପସ୍ଥିତ ଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes