ଜିଲ୍ଳା ଜଳ ପରିମଳ ବିଭାଗ ପକ୍ଷରୁ ତାଲିମ କାର୍ଯ୍ୟକ୍ରମ

ସୁବର୍ଣ୍ଣପୁର ଜିଲ୍ଳା ଜଳ ପରିମଳ ବିଭାଗ ପକ୍ଷରୁ ବୀରମହାରାଜପୁର ବ୍ଲକ ସଭାଗୄହ ଠାରେ SCM ମାନଙ୍କ ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l

ଚଳିତ ବର୍ଷ ଗ୍ରୀଷ୍ମ ପ୍ରବାହ ଦୃଷ୍ଟି ରେ ରଖି ପ୍ରଶାସନ ପକ୍ଷରୁ ତାଲିମ ଓ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଥିଲା ଶେଷରେ ସମସ୍ତ ଙ୍କୁ ମାନପତ୍ର ପ୍ରଦାନ କରାଗଲା।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes