ମେ ୧୫ ବେଳକୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ତତସଂଲଗ୍ନ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସକ୍ରିୟ ହେବ ଏବଂ ତାର ପାଖାପାଖି ୧୧ ଦିନ ପରେ କେରଳରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ହୋଇଥାଏ ।ସେହିପରି ଓଡ଼ିଶାରେ ଜୁନ୍ ୫ ତାରିଖ ସୁଦ୍ଧା ମୌସୁମୀ ଛୁଇଁପାରେ ବୋଲି ଆକଳନ କରାଯାଉଥିବା ପାଣିପାଗ ବିଭାଗର ସୂଚନା ।
ବର୍ତ୍ତମାନ ମଧ୍ୟ ଅଧିକାଂଶ ସ୍ଥାନରେ ଗ୍ରୀଷ୍ମପ୍ରବାହ ଜରିରହିଛି ।