ଜୁଲାଇ ପ୍ରଥମ ସପ୍ତାହରେ ମାଟ୍ରିକ୍ ରେଜଲ୍ଟ

ଏ ନେଇ ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ । 

ନିର୍ଦ୍ଧାରିତ ସମୟ ସୁଦ୍ଧା ରେଜଲ୍ଟ ବାହାରିବା ନେଇ ବୋର୍ଡ କର୍ତ୍ତୃପକ୍ଷଙ୍କ ସହ ଆଲୋଚନା ହୋଇଥିବା କହିଛନ୍ତି ମନ୍ତ୍ରୀ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes