ଜେଲ୍‌ରୁ ବାହାରିଲେ ବିଧାୟକ ପ୍ରଶାନ୍ତ ଜଗଦ୍ଦେବ

ଲୋକଙ୍କୁ ଗାଡ଼ି ମଡ଼ାଇବା ଅଭିଯୋଗରେ ଗିରଫ ହୋଇ ଜେଲରେ ଥିବା ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ବାଣପୁର ଉପକାରାଗାରରୁ ବାହାରିଛନ୍ତି l

ଗତକାଲି ସୁପ୍ରିମକୋର୍ଟରୁ ସର୍ତ୍ତମୂଳକ ଜାମିନ ପାଇବା ପରେ ଆଜି ଜେଲରୁ ବାହାରିଛନ୍ତି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes