ଜ୍ଞାନତପସ୍ୱୀ ପଦ୍ମଶ୍ରୀ ବିନୋଦ କାନୁନଗୋଙ୍କ ଜୟନ୍ତୀ

ଜ୍ଞାନତପସ୍ୱୀ ପଦ୍ମଶ୍ରୀ ବିନୋଦ କାନୁନଗୋଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ଉତ୍ସବ ପାଳିତ ହୋଇଛି l

ଏହି ଅବସରରେ ରାଜ୍ୟ ଅଭିଲେଖାଗାରରେ ବରପୁତ୍ରଙ୍କ ପ୍ରତିମୂର୍ତ୍ତିସ୍ଥଳରେ ମନ୍ତ୍ରୀ ଅଶ୍ୱିନୀ ପାତ୍ର ଯୋଗଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes