ଜୟଦେବରେ ଅପରାଜିତାଙ୍କ ବନ୍ଧୁମିଳନ

ଭୁବନେଶ୍ୱର ସାଂସଦ ତଥା ରାଷ୍ଟ୍ରୀୟ ପ୍ରବକ୍ତା ଅପରାଜିତା ଷଡ଼ଙ୍ଗୀ ଆଜି ଜୟଦେବ ନିର୍ବାଚନ ମଣ୍ଡଳୀ ଠାରେ କାର୍ଯ୍ୟକର୍ତ୍ତାଙ୍କ ସହ ବିଭିନ୍ନ ଆଲୋଚନା କରିଥିଲେ l

ଏହି ଅବସରରେ ସମସ୍ତ ନେତୃବୃନ୍ଦ ଏବଂ କାର୍ଯ୍ୟକର୍ତ୍ତା ଉପସ୍ଥିତ ଥିଲେ l ସଂଗଠନ ହିଁ ଶକ୍ତି ବୋଲି ନିଜ ବକ୍ତବ୍ୟରେ କାର୍ଯ୍ୟକର୍ତ୍ତାଙ୍କୁ କହିଥିଲେ l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes