ଜୟଦେବ ଭବନରେ ଆନ୍ତର୍ଜାତିକ ଶ୍ରମିକ ଦିବସ

ରାଜ୍ୟ ସରକାରଙ୍କ ଶ୍ରମ ଓ କମର୍ଚାରୀ ରାଜ୍ୟ ବୀମା ବିଭାଗ ତରଫରୁ ମେ’ ୧ ତାରିଖରେ ରାଜ୍ୟସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ଭାବରେ ପାଳନ କରାଯାଇଥାଏ |

ଆଜି ଏହି ସମାରୋହକୁ ଶ୍ରମ ମନ୍ତ୍ରୀ ସୁଶାନ୍ତ ସିଂ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଉଦ୍‌ଘାଟନ କରିଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes