ଝାରପଡ଼ାରେ ଜନ ଔଷଧି କେନ୍ଦ୍ର ଉଦଘାଟିତ

ସାଂସଦ ଅପରାଜିତା ଷଡ଼ଙ୍ଗୀ ଝାରପଡ଼ା ରୋଡ ଜଗନ୍ନାଥ ନଗର ଠାରେ ପ୍ରଧାନମନ୍ତ୍ରୀ ଜନ ଔଷଧି କେନ୍ଦ୍ର ଉଦଘାଟନ କରିଛନ୍ତି l

ଏହି ଅବସରରେ ସେ ପ୍ରଧାନମନ୍ତ୍ରୀଙ୍କ ଏହି ଜନ କଲ୍ୟାଣକାରୀ ଯୋଜନା ବିଷୟରେ ସମସ୍ତଙ୍କୁ ଅବଗତ କରାଇଥିଲେ l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes