ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ଚାଲିଛି ମତଦାନ

ସକାଳ ୭ଟାରୁ ଆରମ୍ଭ ହୋଇଥିବା ମତଦାନ ସନ୍ଧ୍ୟା ୬ ଯାଏ ଚାଲିବ।

୨୫୩ ବୁଥ୍‌ରେ ମତଦାନ ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି ବିଜେଡି, ବିଜେପି, କଂଗ୍ରେସ ସହ ମୈଦାନରେ ୯ ପ୍ରାର୍ଥୀ ଅଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes