ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ଭୋଟ ଗଣତି ଜାରି ରହିଥିବା ବେଳେ ସପ୍ତମ ରାଉଣ୍ଡ ସୁଦ୍ଧା ବିଜେଡି ପ୍ରାର୍ଥୀ ଦୀପାଳି ଦାସ ୪୦ ହଜାର ୨୨୦ ଖଣ୍ଡ ଭୋଟ ପାଇ ଆଗୁଆ ରହିଛନ୍ତି।
ବିଜେପି ୨୧ ହଜାର ୯୭୪ ଖଣ୍ଡ ଭୋଟ୍ ପାଇଥିବା ବେଳେ କଂଗ୍ରେସ ଖାତାକୁ ଯାଇଛି ମାତ୍ର ୨୩୫୯ ଖଣ୍ଡ ଭୋଟ୍ ।
Credible Local News of Odisha