ଝାରସୁଗୁଡ଼ା ଉପନିର୍ବାଚନ ପୂର୍ବରୁ କଂଗ୍ରେସ ଜିଲ୍ଲା ସଭାପତି ପଦରୁ ଇସ୍ତଫା ଦେଇଛି ଅଶୋକ କୁମାର ମିଶ୍ର।
ପିସିସି ସଭାପତିଙ୍କ ପାଖକୁ ଇସ୍ତଫା ପତ୍ର ପଠାଇଲେ। ସଭାପତି ପଦ ଛାଡ଼ିଥିଲେ ବି ଦଳର ପ୍ରାଥମିକ ସଦସ୍ୟ ଥିବା ସେ ସ୍ପଷ୍ଟ କରିଛନ୍ତି।
Credible Local News of Odisha