ଝାରସୁଗୁଡ଼ା ଖେରୁଆଲ ଶ୍ମଶାନରେ ନବଙ୍କ ଅନ୍ତିମ ସଂସ୍କାର

ଅନ୍ତିମ ସଂସ୍କାରରେ 5 T ସଚିବ ଭି କେ ପାଣ୍ଡିଆନ୍ଓ ବିଜେଡି ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସଙ୍କ ସହ ବିଜେଡିର ବହୁ ମନ୍ତ୍ରୀ ଓ ବିଧାୟକ ଉପସ୍ଥିତ ରହି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି।

ଶ୍ମଶାନରେ ନବଙ୍କୁ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଗାର୍ଡ ଅଫ ଅନର ଦିଆଯାଇଥିଲା। ଅନ୍ତିମ ସଂସ୍କାର ବେଳେ ଖେରୁଆଲ ଶ୍ମଶାନରେ ଜନସମୁଦ୍ର ଦେଖିବାକୁ ମିଳିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes