ଝାରସୁଗୁଡ଼ା ବିଧାନସଭା ଉପନିର୍ବାଚନରେ ବିଜେଡିର ବାଜିମାତ

ଝାରସୁଗୁଡ଼ା ଉପନିର୍ବାଚନରେ ବିଜେଡି ପ୍ରାର୍ଥୀ ଦୀପାଳି ଦାସଙ୍କ ଦାସଙ୍କ ବିପୁଳ ବିଜୟ ହୋଇଛି। ଆଜି ଗଣତି ଆରମ୍ଭରୁ ସମସ୍ତ ରାଉଣ୍ଡରେ ଆଗରେ ରହିଥିଲା ବିଜେଡି ।

୧୯ ରାଉଣ୍ଡ ଗଣତି ଶେଷ ସୁଦ୍ଧା ବିଜେଡି ପ୍ରାର୍ଥୀ ଦୀପାଳି ଦାସ ୧ ଲକ୍ଷ ୭ ହାଜର ୩ ଖଣ୍ଡ ଭୋଟ୍‌ ପାଇଥିବାବେଳେ ବିଜେପି ପ୍ରାର୍ଥୀ ଟଙ୍କଧର ତ୍ରିପାଠୀ ୫୮ ହଜାର ୩୮୪ ଖଣ୍ଡ ଭୋଟ୍‌ ପାଇଥିଲେ । ସେହିପରି କଂଗ୍ରେସ ଖାତାକୁ ଯାଇଛି ୪ ହଜାର ୪୭୩ ଖଣ୍ଡ ଭୋଟ୍‌ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes