ଆଜି ବରଗଡ ଜିଲ୍ଲା ଅତାବିରା ବ୍ଲକ ଅଧିନ ଝିଲିମିଣ୍ଡା ଜଗନ୍ନାଥ ହାଇସ୍କୁଲରେ ବିଶ୍ବ ରେଡକ୍ରସ ଦିବସ ପାଳିତ ହୋଇଯାଇଛି।
ଏହି ଅବସରରେ ଆୟୋଜିତ ସଭାରେ ସଭାପତିତ୍ୱ କରିଥିଲେ ହାଇସ୍କୁଲର ପ୍ରଧାନ ଶିକ୍ଷକ ଶିଶିର କୁମାର ଭୋଇ।
Credible Local News of Odisha