ଟାଣ ଖରାରେ ପଦାକୁ ନ ବାହାରିବାକୁ ପ୍ରଶାସନ ପକ୍ଷରୁ ସତର୍କତା

ସୁବର୍ଣ୍ଣପୁର ଜିଲ୍ଲାରେ ଗ୍ରୀଷ୍ମପ୍ରବାହ ଜାରି ଥିବା ପରିପ୍ରେକ୍ଷୀରେ ଆଜି ସୁବର୍ଣ୍ଣପୁର ଜିଲ୍ଲାର ବୀରମହାରାଜପୁର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଅତି ଜରୁରୀ କାମ ନ ଥିଲେ ଟାଣ ଖରାରେ ପଦାକୁ ନ ବାହାରିବାକୁ ଡ଼ାକବାଜି ଯୋଗେ ସାଧାରଣ ଲୋକଙ୍କୁ ସଚେତନ କରାଯାଇଛି ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes