ଟିଟିଲାଗଡ଼ ଉପକାରାଗାରରୁ ୨ କଏଦୀ ଫେରାର

ଗତକାଲି ରାତିରୁ ୨ କଏଦୀ ଚମ୍ପଟ ମାରିଥିବା ସୂଚନା ମିଳିଛି।

ଉଭୟ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ସଜା କାଟୁଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes