ଟ୍ରକ୍‌ ଧକ୍କାରେ ୩ ମୃତ, ଜଣେ ଗୁରୁତର

ଅନୁଗୁଳ ଜିଲ୍ଲା କିଶୋରନଗର ବରଗାପାଲିରେ ଦୁର୍ଘଟଣା ଘଟିଛି। ବସ୍‌ଟି ପଙ୍କଚର ହେବାରୁ ଯାତ୍ରୀମାନେ ଓହ୍ଲାଇ ପଡ଼ିଥିଲେ।

ହଠାତ ଟ୍ରକ୍ ଆସି ୪ ଯାତ୍ରୀଙ୍କ ଉପରେ ମାଡ଼ିଗଲା। ରେଢ଼ାଖୋଲ ହସ୍ପିଟାଲରେ ୨ ଓ କିଶୋରନଗରରେ ଜଣଙ୍କ ମୃତ୍ୟୁ ଘଟିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes