ଟ୍ରକ ଧକ୍କାରେ ସ୍ବାମୀ ମୃତ, ସ୍ତ୍ରୀ ଗୁରୁତର

ଅନୁଗୁଳ ଜିଲ୍ଲାର କଲେଜ ଛକ ଅଞ୍ଚଳର ମଙ୍ଗୁଳି ନାୟକ ଓ ସ୍ତ୍ରୀ ସାବିତ୍ରୀ ନାୟକ ଆଜି ନିଜ ମଟର ସାଇକେଲରେ ବୁଢାପଙ୍କ ଗ୍ରାମକୁ ଯାଉଥିବା ୫୫ ନମ୍ବର ଜାତୀୟ ରାଜପଥ ନୂଆହୋତା ଛକ ନିକଟରେ ଏକ ବାର ଚକିଆ ଟ୍ରକ ଧକ୍କା ଦେବାରୁ ଘଟଣାସ୍ଥଳରେ ମଙ୍ଗୁଳି ନାୟକଙ୍କ ମୃତ୍ୟୁ ଘଟିଥିବା ବେଳେ ସ୍ତ୍ରୀକୁ ଗୁରୁତର ଅବସ୍ଥାରେ ସ୍ଥାନୀୟ ଲୋକେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଛନ୍ତି।

ଏନେଇ ଘଟଣା ସ୍ଥଳରେ ଉତ୍ତେଜନା ଦେଖାଦେଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes