ଟ୍ରକ ପଛରେ ବସ ଧକ୍କା, ଜଣେ ମୃତ, ୪ ଆହତ

ମୟୁରଭଞ୍ଜ ଜିଲ୍ଲାର ବାଙ୍ଗିରିପୋଷିର ଦ୍ୱାରଶୁଣି ଘାଟିରେ ସମ୍ବଲପୁରରୁ ପଶ୍ଚିମବଙ୍ଗର ମୁର୍ସିଦାବାଦକୁ ଯାଉଥିବା ଏକ ଯାତ୍ରୀବାହୀ ବସ ଏକ ଟ୍ରକକୁ ପଛରୁ ଧକ୍କା ଦେବାରୁ ଜଣଙ୍କର ମୃତ୍ୟୁ ହୋଇଛି ଏବଂ ଚାରି ଜଣ ଆହତ ହୋଇଛନ୍ତି l

ଆହତଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes