ଟ୍ରକ ସହ ଟେଙ୍କର ମୁହାଁମୁହିଁ ଧକ୍କା, ୩ ଗୁରୁତର

ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ ମାରଦିଙ୍ଗ ଛକ ନିକଟରେ ଆଜି ଟ୍ରକ ଓ ଟେଙ୍କର ମୁହାଁମୁହିଁ ଧକ୍କା ହୋଇ ଦୁର୍ଘଟଣା ଘଟିଥିଲା।

ଫଳରେ ଉଭୟ ଗାଡିର ତିନି ଜଣ ଗୁରୁତର ଆହତ ହୋଇଥିଲେ। ସ୍ଥାନୀୟ ଲୋକେ ଉଭୟ ଗୁରୁତର ଆହତମାନଙ୍କୁ ଆମ୍ବୁଲାନ୍ସ ଯୋଗେ ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes