ଟ୍ରଲର ପଛରେ ଧକ୍କା ଦେଲା ଅଙ୍ଗୁରୁ ବୋଝେଇ ଟ୍ରକ ଜଣେ ମୃତ, ଜଣେ ଗୁରୁତର

କେନ୍ଦୁଝର ଜିଲ୍ଲା ପାଟଣା ବ୍ଲକ ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥ ଖିରେଇଟାଙ୍ଗିରି ପେଟ୍ରୋଲ ପମ୍ପ ନିକଟରେ ମଙ୍ଗଳବାର ସକାଳେ ରାସ୍ତା କଡ଼ରେ ଛିଡା ହୋଇଥିବା ଏକ ଟ୍ରଲର ପଛରେ ଅଙ୍ଗୁର ବୋଝେଇ ଟ୍ରକ ଧକ୍କା ଦେବା ଫଳରେ ଟ୍ରଲର କଡ଼ରେ ଛିଡ଼ା ହୋଇଥିବା ଟ୍ରଲର ଅପରେଟରଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି l

ମୃତକ ଜଣକ ହେଉଛନ୍ତି ବିହାର ଅଞ୍ଚଳର ଗୌତମ ଯାଦବ। ଗୁରୁତରଙ୍କ ପରିଚୟ ମିଳି ପାରିନାହିଁ। ଦୁର୍ଘଟଣା ପରେ ଘଟଣା ସ୍ଥଳରେ ଉତ୍ତେଜନା ଦେଖା

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes