ମୋଦି ସରକାରଙ୍କ ୮ ବର୍ଷ ପୂର୍ତ୍ତି ଉପଲକ୍ଷେ ଆୟୋଜିତ କାର୍ଯ୍ୟକ୍ରମରେ (ସେବା, ସୁଶାସନ, ଗରିବ କଲ୍ୟାଣ) ଯୋଗ ଦେବା ସହ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ଟ୍ରେନ ଯୋଗେ ନୂଆପଡା ଗସ୍ତ କରିଛନ୍ତି ଭୁବନେଶ୍ୱର ସାଂସଦ ତଥା ରାଷ୍ଟ୍ରୀୟ ପ୍ରବକ୍ତା ଅପରାଜିତା ଷଡଙ୍ଗୀ l
ସମସ୍ତଙ୍କୁ ଏହି ଅବସରରେ ଯୋଗଦେଇ କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ବିନମ୍ର ଅନୁରୋଧ କରିଛନ୍ତି ।