ଟ୍ୱିନ ସିଟିରେ ୧୪ଡ଼ିଗ୍ରୀ ରାତ୍ରି ତାପମାତ୍ରା ରେକର୍ଡ

ଟ୍ୱିନ ସିଟି ଭୁବନେଶ୍ୱର ଏବଂ କଟକରେ ୧୪ଡ଼ିଗ୍ରୀ ରାତ୍ରି ତାପମାତ୍ରା ରେକର୍ଡ ହୋଇଛି।

ଏ ନେଇ ଭୁବନେଶ୍ବରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes