ଠକ ତାନ୍ତ୍ରିକ ମୌଲାନା କୈଫ ନାଁରେ ଆଉ ଏକ ଅଭିଯୋଗ

ଘର ପଛପଟେ ସୁନା ଇଟା ଥିବା କହି ୫ ଲକ୍ଷ ଠକି ଥିବା ନେଇ କଟକ କେଶରପୁର ଅଞ୍ଚଳର ଜଣେ ବ୍ୟକ୍ତିଙ୍କ ମଙ୍ଗଳାବାଗ ଥାନାରେ ଅଭିଯୋଗ କରିଛନ୍ତି।

କୈଫକୁ ରିମାଣ୍ଡରେ ନେବାକୁ ଆବେଦନ କରିବ ପୁଲିସ। ଏ ନେଇ ମଙ୍ଗଳାବାଗ ଥାନା ଅଧିକାରୀ ସୁଧାଂଶୁ ଭୂଷଣ ଜେନା ସୂଚନା ଦେଇଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes