ଢେଙ୍କାନାଳ ଜିଲ୍ଲା ସଦର ବ୍ଲକ ଅନ୍ତର୍ଗତ ଗୋବିନ୍ଦପୁର ସତସଙ୍ଗ କେନ୍ଦ୍ର ଆନୁକୂଲ୍ୟ ରେ ଆଜି ଶ୍ରୀ ଶ୍ରୀ ଠାକୁର ଅନୁକୂଳ ଚନ୍ଦ୍ରଙ୍କର ୧୩୫ ତମ ଜନ୍ମ ମହୋତ୍ସବ ପାଳିତ ହୋଇଯାଇଛି ।
ଏହି ଅବସରରେ ଭକ୍ତ ମାନଙ୍କ ଦ୍ଵାରା ଭଜନ କୀର୍ତ୍ତନ ପରିବେଷଣ କରାଯାଇଥିଲା
Credible Local News of Odisha