ଡଭଲା ସ୍କୁଲରେ ଆନ୍ତର୍ଜାତୀୟ ଆର୍ଟ ଅଫ ଗିଭିଙ୍ଗ ଦିବସ ପାଳିତ

ସୁବର୍ଣ୍ଣପୁର ଜିଲ୍ଲା ବିନିକା ଏନଏସି ଡଭଲା ସରକାରୀ ପ୍ରାଥମିକ ବିଦ୍ୟାଳୟ ଠାରେ ଆଜି ଆନ୍ତର୍ଜାତୀୟ ଆର୍ଟ ଅଫ ଗିଭିଂ ଦିବସ ପାଳିତ ହୋଇଛି ।

ଏହି ଅବସରରେ ସ୍କୁଲ ତରଫରୁ ଅନୁଷ୍ଟିତ ସାମାଜିକ କାର୍ଯ୍ୟକ୍ରମରେ ସ୍କୁଲର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ,ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes