ଡାକ୍ତରଙ୍କୁ ମାଡ଼ ଘଟଣାରେ ତଦନ୍ତ ନିର୍ଦ୍ଦେଶ

ବଲାଙ୍ଗିର ମେଡିକାଲ କଲେଜ ହସ୍ପିଟାଲରେ ଡାକ୍ତରଙ୍କୁ ମାଡ଼ ଘଟଣାରେ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଲେ ହସ୍ପିଟାଲ ଅଧୀକ୍ଷକ ମାନସୀ ପଣ୍ଡା।

ବରିଷ୍ଠ ଡାକ୍ତରଙ୍କୁ ନେଇ ଏକ ଟିମ୍‌ ଗଠନ କରି ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି।ଅଭିଯୋଗ ସତ ପ୍ରମାଣିତ ହେଲେ କାର୍ଯ୍ୟାନୁଷ୍ଠାନ ହେବ କହିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes