ଡାକ୍ତର ସଦାନନ୍ଦ ପାଣିଗ୍ରାହୀଙ୍କୁ ଲାଇଫଟାଇମ୍ ଆଚିଭ୍‌ମେଣ୍ଟ ଆୱାର୍ଡ୍ ପ୍ରଦାନ

ଆଜି ବିଶ୍ୱ ଜନସଂଖ୍ୟା ଅବସରରେ ଭୁବନେଶ୍ବରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ରାଜ୍ୟ ସରକାରଙ୍କ ପକ୍ଷରୁ କଳାହାଣ୍ଡି ଜିଲ୍ଲା ଧର୍ମଗଡ ଉପଖଣ୍ଡ ଚିକିତ୍ସାଳୟର ସ୍ତ୍ରୀ ଓ ପ୍ରସୂତି ବିଭାଗର ଡାକ୍ତର ସଦାନନ୍ଦ ପାଣିଗ୍ରାହୀଙ୍କୁ ଲାଇଫଟାଇମ୍ ଆଚିଭ୍‌ମେଣ୍ଟ ଆୱାର୍ଡ୍ ପ୍ରଦାନ କରାଯାଇଛି।

ଡାକ୍ତର ସଦାନନ୍ଦ ୩୦ ହଜାର ୯ଟି ମହିଳା ବନ୍ଧ୍ୟାକରଣ ଅସ୍ତ୍ରୋପଚାର କରି ଇଣ୍ଡିଆ ବୁକ୍ ଅଫ ରେକର୍ଡରେ ସ୍ଥାନ ପାଇଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes