ମାଟ୍ରିକ ପରୀକ୍ଷାରେ ପିଲା ଅନୁପସ୍ଥିତ ନେଇ ଶୂନ୍ୟକାଳରେ ପ୍ରଶ୍ନ ଉଠାଇବା ସହ ମନ୍ତ୍ରୀଙ୍କ ଉତ୍ତର ଦାବି କରିଛନ୍ତି ବିରୋଧୀ ଦଳ ନେତା ଜୟନାରାୟଣ।
ମାଟ୍ରିକ ପରୀକ୍ଷାରେ ୧୫ ହଜାରରୁ ଅଧିକ ପିଲା ଅନୁପସ୍ଥିତ ଅଛନ୍ତି, ଏହା ଦ୍ବାରା ପିଲାଙ୍କ ସ୍ଥିରତା ଉପରେ ପ୍ରଭାବ ପଡୁନାହିଁ କି, ଅନେକ ସ୍କୁଲରେ ଶିକ୍ଷକ ନାହାନ୍ତି, ପିଲା ଅଠୁ କ୍ଷ ଯାଏଁ ଜାଣିନାହାନ୍ତି, ଏହା କଣ 5T ବୋଲି ପ୍ରଶ୍ନ ଉଠାଇ ମନ୍ତ୍ରୀଙ୍କ ଉତ୍ତର ଦାବି କରିଛନ୍ତି ଜୟନାରାୟଣ।