ଡ୍ରାଇଭର ମହାସଂଘ ପକ୍ଷରୁ ଷ୍ଟିୟରିଂ ଛାଡ ଆନ୍ଦୋଳନ

ଓଡ଼ିଶା ଡ୍ରାଇଭର ମହାସଂଘର ଡାକରା କ୍ରମେ ବୁଧବାର ବୀରମହାରାଜପୁର ଡ଼୍ରାଇଭର ସଙ୍ଘର ସଦସ୍ୟମାନେ ବିଭିନ୍ନ ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି ।

ଡ଼୍ରାଇଭରମାନେ ଷ୍ଟିୟରିଂ ଛାଡ ଆନ୍ଦୋଳନରେ ସାମିଲ ହୋଇ ବୀରମହାରାଜପୁର-ସୋନପୁର ରାସ୍ତାର କାନପୁର ଛକରେ ଧାରଣା ଦେବା ଦେଖାଯାଇଥିଲା ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes