ତରୁଣ ଭଲିବଲ୍ ଟୁର୍ଣ୍ଣାମେଣ୍ଟ ଉଦଘାଟିତ

ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଅନ୍ତର୍ଗତ ଡିହଡୋଳ ଠାରେ ଆଜି ତରୁଣ ଭଲିବଲ୍ ଟୁର୍ଣ୍ଣାମେଣ୍ଟର ଉଦଘାଟନୀ ମ୍ୟାଚ ଡିହଡୋଳ ଓ ତଳବେରେନା ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି।

ଏହି ମ୍ୟାଚରେ ମୁଖ୍ୟ ଅତିଥି ଭାବେ ପରଜଙ୍ଗ ନିର୍ବାଚନ ମଣ୍ଡଳୀର ଯୁବନେତା ଅସିତ କୁମାର ରାୟ ଚୌଧୁରୀ ଫିତାକାଟି ଶୁଭ ଉଦଘାଟନ କରିଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes