ତାରାତାରିଣୀଙ୍କ ନୂତନ ମନ୍ଦିର ପ୍ରତିଷ୍ଠା ଉତ୍ସବକୁ ଯିବେ ମୁଖ୍ୟମନ୍ତ୍ରୀ

ଗଞ୍ଜାମ ତଥା ଓଡ଼ିଶାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀଙ୍କ ନୂତନ ମନ୍ଦିର ପ୍ରତିଷ୍ଠା ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେବେ l

ଆସନ୍ତା ୧୮ ତାରିଖ ବୁଧବାର ସକାଳ ୮ରେ ପ୍ରତିଷ୍ଠା ଉତ୍ସବ କାର୍ଯ୍ୟରେ ନବୀନ ଯୋଗଦେବେ l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes