ତାଳଚେର କଣିହାଁ ଏନଟିପିସିରେ ଅଗ୍ନିକାଣ୍ଡ

ପ୍ଲାଣ୍ଟ ଭିତରେ ଥିବା କନଭେୟର ବେଲ୍ଟରେ ନିଆଁ ଲାଗିଛି।

୨ଟି ଅଗ୍ନିଶମ ବାହିନୀ ନିଆଁ ଲିଭାଇବାକୁ ଚେଷ୍ଟା କରୁଛି। କୋଇଲାରେ ନିଆଁ ଲାଗିଥିବାରୁ ଅଞ୍ଚଳ ଧୂଆଁମୟ ହୋଇଯାଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes