ତାଳଚେର ବନ୍ଦ ନେଇ ପ୍ରସ୍ତୁତି ବୈଠକ

ତାଳଚେର ମେଡିକାଲ୍ କଲେଜ କ୍ରିୟାନୁଷ୍ଠାନ କମିଟି ତରଫରୁ ଏକ ପ୍ରସ୍ତୁତି ବୈଠକ ସ୍ଥାନୀୟ ଡେରା ଶିବ ମନ୍ଦିର ପରିସରରେ ଆଜି ଅନୁଷ୍ଠିତ ହୋଇଯାଇଛି ।

ରବି ନାରାୟଣ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ତାଳଚେର ମେଡିକାଲ କଲେଜକୁ ସରକାରୀ ସ୍ତରରେ ତୁରନ୍ତ କାର୍ଯ୍ୟକ୍ଷମ କରିବା ଓ ତାଳଚେରକୁ ଆସନ୍ତା ୧୩ ତାରିଖ ସଂପୂର୍ଣ୍ଣ ବନ୍ଦ କରିବା ପାଇଁ ନିଷ୍ପତି ନିଆଯାଇଛି ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes