ତାଳଧ୍ୱଜ ଓ ଦର୍ପଦଳନ ରଥ ଚକରେ ଫାଟ

ରଥ ନିର୍ମାଣ ବୈଷୟିକ ଟିମ୍ ପକ୍ଷରୁ ଯାଞ୍ଚ ବେଳେ ତାଳଧ୍ୱଜର ପଡ଼ିନାହାକା ଚକ ଓ ଦେବଦଳନର ବଡ଼ଉଛୁଳା ଚକରେ ଫାଟ ହୋଇଥିବା ଦେଖିବାକୁ ପାଇଥିଲେ ଟିମ୍।

ଉଭୟ ଚକରେ ଲୁହା ପ୍ଲେଟ ଲଗାଯିବ ବୋଲି କହିଛନ୍ତି ପିଡବ୍ଲୁଡି ସୁପରିଣ୍ଟେଣ୍ଡେଣ୍ଟ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes