ତାଳସରଡା ଠାରେ ସୋମବାର ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର

ବୌଦ୍ଧ ଜିଲ୍ଲା ତାଳସରଡା ପଞ୍ଚାୟତ ସଭାଗୃହ ଠାରେ ଆସନ୍ତା ସୋମବାର ଦିନ ଜିଲ୍ଲାପାଳ ସତ୍ୟ ରଞ୍ଜନ ସାହୁ ଓ ଆରକ୍ଷୀ ଅଧିକ୍ଷକ ପ୍ରହଲ୍ଲାଦ ସାହା ଙ୍କ ମିଳିତ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଆୟୋଜନ ହେବା ନେଇ ଅତିରିକ୍ତ ଜିଲ୍ଲାପାଳ ବବିତା ରାଣୀ ଦଳବେହେରା ସୂଚନା ପ୍ରଦାନ କରିଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes