ତିନିଦିନ ପାଇଁ ୧୧ ଜିଲ୍ଲାକୁ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଚେତାବନୀ

ଆସନ୍ତା ତିନି ଦିନ ଧରି ସୁନ୍ଦରଗଡ଼, ଝାରସୁଗୁଡା, ଦେବଗଡ଼, କେନ୍ଦୁଝର, ମୟୁରଭଞ୍ଜ, ଅନୁଗୁଳ, ସମ୍ବଲପୁର, ବରଗଡ଼, ସୁବର୍ଣ୍ଣପୁର, ବୌଦ୍ଧ ଏବଂ ବଲାଙ୍ଗୀର ଆଦି 11 ଟି ଜିଲ୍ଲାରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ହେବ ବୋଲି ପାଣିପାଗ ବିଭାଗ କହିଛି l

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version