ତିନୋଟି ଟ୍ରେନରେ ରାଜଧାନୀ ଏକ୍ସପ୍ରେସ ଭଳି କୋଚ

ଓଡିଶାରୁ ଛାଡୁଥିବା ବେଙ୍ଗାଲୁରୁ – ଭୁବନେଶ୍ୱର ପ୍ରଶାନ୍ତି ଏକ୍ସପ୍ରେସ, ଭୁବନେଶ୍ୱର -ନୂଆଦିଲ୍ଲୀ ଦୂରନ୍ତୋ ଏକ୍ସପ୍ରେସ ଏବଂ ଭୁବନେଶ୍ୱର -ଆନନ୍ଦ ବିହାର ସୁପରଫାଷ୍ଟ ଏକ୍ସପ୍ରେସରେ ରାଜଧାନୀ ଏକ୍ସପ୍ରେସ ଭଳି ଅତ୍ୟାଧୁନିକ ଏଲଏଚବି କୋଚ ରହିବ ବୋଲି ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes