ତିନୋଟି ରାଜ୍ୟସଭା ଆସନରେ ନିର୍ବାଚନ ପାଇଁ ବିଜ୍ଞପ୍ତି

ଓଡ଼ିଶାର ତିନୋଟି ରାଜ୍ୟସଭା ଆସନରେ ନିର୍ବାଚନ ପାଇଁ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି l ଆବଶ୍ୟକ ହେଲେ ଜୁନ 10 ରେ ଭୋଟହେବ l
ଏନ. ଭାସ୍କର ରାଓ, ପ୍ରସନ୍ନ ଆଚାର୍ଯ୍ୟ ଏବଂ ସସ୍ମିତ ପାତ୍ରଙ୍କ କାର୍ଯ୍ୟକାଳ ଶେଷ ହେଉଥିବାରୁ ଏହି ଭୋଟ ହେବ l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes