ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କର ଦାସଙ୍କ ନାଁରେ ମାମଲା ରୁଜୁ

ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କର ଦାସଙ୍କ ବାନ୍ଧବୀ ସୋମାଲିକା ଦାସ ତାଙ୍କ ଓକିଲଙ୍କ ସହିତ ଜଗତସିଂହପୁର ସଦର ଥାନାରେ ପହଞ୍ଚି ଏତଲା ଦେଇଥିଲେ ।

ବିଧାୟକଙ୍କ ନାଁରେ ଥାନାରେ ମାମଲା ରୁଜୁ ହୋଇଥିବା ନେଇ ସୂଚନା ଦେଇଛନ୍ତି ଜଗତସିଂହପୁର ଏସଡିପିଓ ରମେଶ ସିଂ। ବିଜୟ ଶଙ୍କରଙ୍କ ନାଁରେ ମାମଲା ରୁଜୁ ପାଇଁ ନିର୍ଦ୍ଦେଶ ଦେଇଥିଲେ ହାଇକୋର୍ଟ।

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version