ତୀରମାଡ଼ରେ ମହିଳା ଗୁରୁତର, ଅଭିଯୁକ୍ତ ଗିରଫ

ମୟୁରଭଞ୍ଜ ଜିଲ୍ଲା ବାଦାମପାହାଡ଼ ଥାନା ଅନ୍ତର୍ଗତ କଦଳୀବାଡି ଗ୍ରାମରେ ତୀରମାଡ଼ରେ ଜଣେ ମହିଳା ଗୁରୁତର ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ବେଳେ ଅଭିଯୁକ୍ତକୁ ଗିରଫ କରାଯାଇଥିବା ଆଜି ପୁଲିସ କହିଛି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes