ତୁମୁଡ଼ିବନ୍ଧରେ ଓଲଟିଲା ମହାପ୍ରୟାଣ ଗାଡ଼ି

କନ୍ଧମାଳ ଜିଲ୍ଲା ତୁମୁଡ଼ିବନ୍ଧ ସୀତାପଡ଼ି ମୁଖ୍ୟ ରାସ୍ତାରେ ଏହି ଦୁର୍ଘଟଣା ଘଟିଛି।

ଏଥିରେ ଗୁରୁତର ହୋଇଥିବା ଡ୍ରାଇଭର ଓ ହେଲ୍ପରଙ୍କୁ ତୁମୁଡ଼ିବନ୍ଧ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଅନ୍ୟ ଦୁଇ ଜଣଙ୍କୁ ଜିଲ୍ଲା ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes