ତେଲରୁ ଭାଟ ହ୍ରାସ କରିବାକୁ ରାଜ୍ୟ ସରକାରଙ୍କୁ ସମୀରଙ୍କ ଅନୁରୋଧ

ଇତି ମଧ୍ୟରେ କେନ୍ଦ୍ର ସରକାର ଲୋକଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ପେଟ୍ରୋଲ ଓ ଡିଜେଲ ଆଦି ପେଟ୍ରୋଲିଅମ ଦ୍ରବ୍ୟର ଦର ଦୁଇ ଦୁଇ ଥର ହ୍ରାସ କରିଥିବାରୁ କେନ୍ଦ୍ର ଅର୍ଥମନ୍ତ୍ରୀଙ୍କୁ ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତି ଧନ୍ୟବାଦ ଜଣାଇଛନ୍ତି l

ଓଡିଶାବାସୀଙ୍କ ସ୍ୱାର୍ଥ ଦୃଷ୍ଟିରୁ ରାଜ୍ୟ ସରକାର ଭାଟ ହ୍ରାସ କରିବାକୁ ମୁଖ୍ୟମନ୍ତ୍ରୀଙ୍କୁ ଶ୍ରୀ ମହାନ୍ତି ନିବେଦନ କରିଛନ୍ତି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes