ଥଣ୍ଡା, କାଶ ଥିଲେ କୋଭିଡ୍ ଟେଷ୍ଟ କରିବାକୁ ପରାମର୍ଶ

H3N2 ଭାଇରସ୍‌କୁ ନେଇ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଏହି ପରାମର୍ଶ ଦେଇଛନ୍ତି।

ସେ କହିଛନ୍ତି, ଜ୍ବର, କାଶ କିଛି ଦିନ ରହିବ, ଆପେ ଭଲ ହୋଇପାରେ, କିଡନୀ, ହାର୍ଟ, ଶ୍ବାସ ରୋଗୀଙ୍କୁ ନିମୋନିଆ ହୋଇପାରେ। ‘ଲକ୍ଷଣ ଥିଲେ ଆଇସୋଲେଟ୍ ରୁହନ୍ତୁ,ମାସ୍କ ପିନ୍ଧନ୍ତୁ, ହାତ ଧୁଅନ୍ତୁ’। ଭଲ ନ ହେଲେ ଡାକ୍ତରଙ୍କ ପରାମର୍ଶରେ ହସ୍ପିଟାଲରେ ଭର୍ତ୍ତି ହୁଅନ୍ତୁ ବୋଲି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes