ଥାନା ସାମ୍ନାରେ ଆତ୍ମାହୁତି ଉଦ୍ୟମ ଦୁର୍ଭାଗ୍ୟଜନକ: କଟକ ଗ୍ରାମାଞ୍ଚଳ ଏସ୍‌ପି

କଟକ ଜିଲ୍ଲା କିଶନନଗର ଥାନା ସାମ୍ନାରେ ଆତ୍ମାହୁତି ଉଦ୍ୟମ ଘଟଣାକୁ ଦୁର୍ଭାଗ୍ୟଜନକ ବୋଲି କହିଛନ୍ତି କଟକ ଗ୍ରାମାଞ୍ଚଳ ଏସ୍‌ପି।

ଏହି ଘଟଣାରେ ଆଇଆଇସିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଡିଜିପିଙ୍କୁ ସୁପାରିସ୍ ହୋଇଥିବା ସେ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ଗତ ୨୨ ତାରିଖରେ ସମ୍ପୃକ୍ତ ବ୍ୟକ୍ତି ପାରିବାରିକ ବିବାଦକୁ ଥାନାରେ ଅଭିଯୋଗ କରିଥିଲେ। ହେଲେ ପୁଲିସ କାର୍ଯ୍ୟାନୁଷ୍ଠନ ନ ନେବାରୁ ସେ ଆତ୍ମାହୁତି ଉଦ୍ୟମ କରିଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes