ଦନ୍ତାହାତୀ ଆକ୍ରମଣରେ ବୃଦ୍ଧା ମୃତ

ମୟୁରଭଞ୍ଜ ଜିଲ୍ଲା ରସଗୋବିନ୍ଦପୁର ଥାନା ଅନ୍ତର୍ଗତ ରାଇପାଳ ଗ୍ରାମର ଜଣେ ବୃଦ୍ଧା ଆଜି ସକାଳେ ଘର ପାଖ ନଳକୂପକୁ ପାଣି ପାଇଁ ଯାଉଥିବା ବେଳେ ଦନ୍ତା ହାତୀ ହାବୁଡ଼ରେ ପଡି ପ୍ରାଣ ହରାଇଛନ୍ତି l
ଖବର ପାଇ ବନ ବିଭାଗ କର୍ମଚାରୀ ମାନେ ସେଠାରେ ପହଞ୍ଚିଛନ୍ତି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes