ଦନ୍ତା ଆକ୍ରମଣରେ ୨ ଜଣଙ୍କର ମୃତ୍ୟୁ

ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଅଞ୍ଚଳରେ ଶୌଚ ପାଇଁ ଯାଇଥିବା ବେଳେ ଦନ୍ତା କଚାଡ଼ି ମାରିଛି।

ମୃତଦେହ ଜବତ କରି ବନ ବିଭାଗ ତଦନ୍ତ କରୁଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes