କଟକ ଜିଲ୍ଲା ଆଠଗଡ଼ ବନଖଣ୍ଡର ନୂଆବନ୍ଧ ନୂଆତଇଲା କାଜୁ ଜଙ୍ଗଲରେ ଏକ ଦନ୍ତା ହାତୀର ମୃତଦେହ ପଡ଼ିଛି।
ହାତୀର ଶୁଣ୍ଢରେ କ୍ଷତ ଚିହ୍ନ ରହିଛି। ମୃତ୍ୟୁର କାରଣ ସ୍ପଷ୍ଟ ହୋଇନ ଥିବାବେଳେ ବନବିଭାଗ ଘଟଣାର ତଦନ୍ତ କରୁଛି।
Credible Local News of Odisha